ଏଷ୍ଟର 9:13 - ପବିତ୍ର ବାଇବଲ13 ଏଷ୍ଟର କହିଲେ, “ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡ଼ୁଛି, ତେବେ ଆଜି ପରି କାଲି ମଧ୍ୟ ଶୂଶନ୍ରେ ହେଉ। ଏବଂ ହାମନ୍ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଯା’ନ୍ତୁ।” See the chapterପବିତ୍ର ବାଇବଲ (Re-edited) - (BSI)13 ତହୁଁ ଏଷ୍ଟର କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ। See the chapterଓଡିଆ ବାଇବେଲ13 ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।” See the chapter |