ଏଷ୍ଟର 9:18 - ପବିତ୍ର ବାଇବଲ18 ମାତ୍ର ଶୂଶନ୍ରେ ବାସ କରୁଥିବା ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ। ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। See the chapterଓଡିଆ ବାଇବେଲ18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। See the chapter |