ଏଷ୍ଟର 9:2 - ପବିତ୍ର ବାଇବଲ2 ସେହି ସମୟରେ, ରାଜା ଅକ୍ଷଶ୍ୱେରଶଙ୍କର ରାଜ୍ୟର ସମସ୍ତ ନଗରରେ ଯିହୁଦୀୟମାନେ ସେମାନଙ୍କୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକତ୍ରିତ ହେଲେ। ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇପାରିଲେ ନାହିଁ, କାରଣ ସମୁଦାୟ ଲୋକେ ସେମାନଙ୍କୁ ଭୟ କରୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ଵେରଶ ରାଜାର ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ । See the chapterଓଡିଆ ବାଇବେଲ2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ। See the chapter |