Online Bible

- Advertisements -




ଏଷ୍ଟର 9:31 - ପବିତ୍ର ବାଇବଲ

31 ପୂରୀମ୍ ପାଳନ କରିବା ପାଇଁ ଏହି ତାରିଖ ଗୁଡ଼ିକ ଏହିପତ୍ର ସୁନିଶ୍ଚିତ କଲା, ଏବଂ ଯିହୁଦୀ ମର୍ଦ୍ଦଖୟ ଏବଂ ରାଣୀ ଏଷ୍ଟର ଆଦେଶ କରିଥିଲେ। ସେମାନଙ୍କର ଉପବାସ ଓ ସାହାଯ୍ୟ ପ୍ରାର୍ଥନାର ଦିନଗୁଡ଼ିକ ଉତ୍ସବ ଦ୍ୱାରା ସ୍ମୃତିରକ୍ଷା କରିବା ନିମନ୍ତେ ସେମାନେ ଏହି ପର୍ବଦିନଗୁଡ଼ିକ ସେମାନଙ୍କ ନିଜ ପାଇଁ ଓ ସେମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ ପ୍ରତିଷ୍ଠା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

31 ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ଵେରଶ ରାଜାର ଅଧୀନସ୍ଥ ଏକଶତ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କଠାକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲା।

See the chapter Copy

ଓଡିଆ ବାଇବେଲ

31 ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକଶତ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।

See the chapter Copy




ଏଷ୍ଟର 9:31

Follow us:

Advertisements


Advertisements