ଯାତ୍ରା ପୁସ୍ତକ 18:2 - ପବିତ୍ର ବାଇବଲ2 ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ ଗଲେ। ଯେତେବେଳେ ମୋଶା ପରମେଶ୍ୱରଙ୍କ ପର୍ବତ ସୀନୟରେ ଥିଲେ। ଯିଥ୍ରୋ ମୋଶାଙ୍କର ସ୍ତ୍ରୀ ସିପ୍ପୋରାକୁ ସାଙ୍ଗରେ ନେଇଗଲେ। ସିପ୍ପୋରା ମୋଶାଙ୍କ ପାଖରେ ନ ଥିଲେ କାରଣ ମୋଶା ତାଙ୍କୁ ତାଙ୍କ ପିତାଙ୍କ ଗୃହକୁ ପଠାଇ ଦେଇଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ମୋଶାଙ୍କର ଶ୍ଵଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। See the chapterଓଡିଆ ବାଇବେଲ2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ। See the chapter |