ଯାତ୍ରା ପୁସ୍ତକ 2:1 - ପବିତ୍ର ବାଇବଲ1 ଲେବୀ ବଂଶର ଜଣେ ଲୋକ ଥିଲେ। ଯିଏକି ସେହି ଲେବୀ ବଂଶର ଜଣେ କନ୍ୟାଙ୍କୁ ବିବାହ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶଜାତା ଏକ କନ୍ୟାକୁ ବିବାହ କଲା। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା। See the chapter |