ଯାତ୍ରା ପୁସ୍ତକ 2:13 - ପବିତ୍ର ବାଇବଲ13 ତା’ ପରଦିନ ମୋଶା ଦୁଇଜଣ ଏବ୍ରୀୟ ଲୋକଙ୍କୁ ଦେଖିଲେ। ସେମାନେ ପରସ୍ପର ମଧ୍ୟରେ କଳି କରୁଥିଲେ। ମୋଶା ଦେଖିଲେ ସେମାନଙ୍କ ମଧ୍ୟରୁ ଜଣକର ଦୋଷ ଥିଲା। ମୋଶା ସେହି ଦୋଷୀ ଲୋକଟିକୁ କହିଲେ, “ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?” See the chapterପବିତ୍ର ବାଇବଲ (Re-edited) - (BSI)13 ଆଉ ଦ୍ଵିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକକୁ କହିଲେ, ତୁମ୍ଭେ ଆପଣା ଭାଇକି କାହିଁକି ପ୍ରହାର କରୁଅଛ? See the chapterଓଡିଆ ବାଇବେଲ13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?” See the chapter |