ଯାତ୍ରା ପୁସ୍ତକ 2:16 - ପବିତ୍ର ବାଇବଲ16 ସେଠାରେ ଜଣେ ମିଦିୟନୀୟ ଯାଜକ ଥିଲେ, ଯାହାଙ୍କର ସାତୋଟି କନ୍ୟା ଥିଲେ। ସେହି କନ୍ୟାମାନେ ସେହି କୂପ ନିକଟକୁ ତାଙ୍କର ପିତାଙ୍କର ମେଷପଲ ପାଇଁ ପାଣି ନେବାକୁ ଆସିଥିଲେ। ସେମାନେ ପାଣି କାଢ଼ି ସେହି କୁଣ୍ଡଟିକୁ ପୂର୍ଣ୍ଣ କରିବାକୁ ଲାଗିଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ମିଦୀୟନୀୟ ଯାଜକର ସାତଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ିକୁଣ୍ତ ପରିପୂର୍ଣ୍ଣ କଲେ। See the chapterଓଡିଆ ବାଇବେଲ16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ। See the chapter |