ଯାତ୍ରା ପୁସ୍ତକ 2:18 - ପବିତ୍ର ବାଇବଲ18 ଏହା ପରେ ସେମାନେ ତାଙ୍କର ପିତା ରୂୟେଲଙ୍କ ନିକଟକୁ ଫେରିଗଲେ। ସେମାନଙ୍କର ପିତା ତାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଆଜି ଏତେ ଶୀଘ୍ର କିପରି ଫେରି ଆସିଲ?” See the chapterପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ? See the chapterଓଡିଆ ବାଇବେଲ18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?” See the chapter |