Online Bible

- Advertisements -




ଯାତ୍ରା ପୁସ୍ତକ 2:22 - ପବିତ୍ର ବାଇବଲ

22 ସି‌ପ୍‌ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ମୋଶା ତାଙ୍କର ନାମ ଗେର୍ଶୋମ୍ ଦେଲେ, କାରଣ ସେ କହିଲେ, “ମୁଁ ବିଦେଶରେ ବାସ କରି ଆସୁଅଛି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ଏଥିଉତ୍ତାରେ ସେ ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ୍ (ଅତ୍ର-ପ୍ରବାସୀ) ଦେଲେ; କାରଣ ସେ କହିଲେ, ମୁଁ ବିଦେଶରେ ପ୍ରବାସୀ ହୋଇଅଛି।

See the chapter Copy

ଓଡିଆ ବାଇବେଲ

22 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”

See the chapter Copy




ଯାତ୍ରା ପୁସ୍ତକ 2:22

Follow us:

Advertisements


Advertisements