ଯାତ୍ରା ପୁସ୍ତକ 2:24 - ପବିତ୍ର ବାଇବଲ24 ପରମେଶ୍ୱର ସେମାନଙ୍କର ଆତୁର ଡାକ ଶୁଣିଲେ ଓ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)24 ତହିଁରେ ପରମେଶ୍ଵର ସେମାନଙ୍କ ଆର୍ତ୍ତସ୍ଵର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, See the chapterଓଡିଆ ବାଇବେଲ24 ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, See the chapter |