ଯାତ୍ରା ପୁସ୍ତକ 20:2 - ପବିତ୍ର ବାଇବଲ2 “ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ। See the chapterପବିତ୍ର ବାଇବଲ (Re-edited) - (BSI)2 ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ। See the chapterଓଡିଆ ବାଇବେଲ2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।” See the chapter |