ଯାତ୍ରା ପୁସ୍ତକ 22:2 - ପବିତ୍ର ବାଇବଲ2 ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା'ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯେବେ କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ। See the chapterଓଡିଆ ବାଇବେଲ2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ। See the chapter |