ଯାତ୍ରା ପୁସ୍ତକ 22:9 - ପବିତ୍ର ବାଇବଲ9 “ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍ ଗୋରୁ କି ଗଧ, ମେଷ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ‘ଏହା ସେହି ଦ୍ରବ୍ୟ’ ଏବଂ ଅନ୍ୟ ଜଣେ କହିବ, ‘ନା ଏହା ତାହା ନୁହେଁ’ ତେବେ ଉଭୟ ପକ୍ଷଙ୍କ କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ, ତହିଁରେ ପରମେଶ୍ୱର ଯାହାକୁ ଦୋଷୀ ବିଗ୍ଭର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦେବ। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ କି ଗର୍ଦ୍ଦଭ କି ମେଷ କି ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ଵରଙ୍କସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ଵରଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକି ଦୁଇଗୁଣ ଦେବ। See the chapterଓଡିଆ ବାଇବେଲ9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ। See the chapter |