ଯାତ୍ରା ପୁସ୍ତକ 27:2 - ପବିତ୍ର ବାଇବଲ2 ବେଦିର ଗ୍ଭରିକୋଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡ଼ିକ ବେଦିର ଏକ ଅଂଶ ହେବା ଉଚିତ୍। ଏହା କଂସାରେ ଆଚ୍ଛାଦିତ ହେବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ। See the chapterଓଡିଆ ବାଇବେଲ2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ। See the chapter |