ଯାତ୍ରା ପୁସ୍ତକ 35:4 - ପବିତ୍ର ବାଇବଲ4 ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଆହୁରି କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଲେ। See the chapterଓଡିଆ ବାଇବେଲ4 ଆଉ, ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି। See the chapter |