Online Bible

- Advertisements -




ଯାତ୍ରା ପୁସ୍ତକ 4:5 - ପବିତ୍ର ବାଇବଲ

5 ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ୟବହାର କର ଏଥିରେ ସେମାନେ ବିଶ୍ୱାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ଯିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ଅଟନ୍ତି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର; ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।

See the chapter Copy

ଓଡିଆ ବାଇବେଲ

5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।

See the chapter Copy




ଯାତ୍ରା ପୁସ୍ତକ 4:5

Follow us:

Advertisements


Advertisements