Online Bible

- Advertisements -




ଯାତ୍ରା ପୁସ୍ତକ 5:4 - ପବିତ୍ର ବାଇବଲ

4 କିନ୍ତୁ ଫାରୋ ସେମାନଙ୍କୁ କହିଲେ, “ମୋଶା ଏବଂ ହାରୋଣ, ତୁମ୍ଭେମାନେ ମୋର କର୍ମୀମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କରୁଅଛ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅ!

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।

See the chapter Copy

ଓଡିଆ ବାଇବେଲ

4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”

See the chapter Copy




ଯାତ୍ରା ପୁସ୍ତକ 5:4

Follow us:

Advertisements


Advertisements