ଯାତ୍ରା ପୁସ୍ତକ 7:2 - ପବିତ୍ର ବାଇବଲ2 ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ। See the chapterପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ। See the chapterଓଡିଆ ବାଇବେଲ2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ। See the chapter |