ଯାତ୍ରା ପୁସ୍ତକ 7:5 - ପବିତ୍ର ବାଇବଲ5 ତାହାହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସେମାନଙ୍କ ବିରୁଦ୍ଧରେ ଯେତେବେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସେମାନଙ୍କ ମଧ୍ୟରୁ ଇସ୍ରାଏଲୀୟ ଲୋକମାନଙ୍କୁ ବାହାର କରି ଆଣିବି।” See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ। See the chapterଓଡିଆ ବାଇବେଲ5 ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।” See the chapter |