ଯାତ୍ରା ପୁସ୍ତକ 9:30 - ପବିତ୍ର ବାଇବଲ30 କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।” See the chapterପବିତ୍ର ବାଇବଲ (Re-edited) - (BSI)30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି। See the chapterଓଡିଆ ବାଇବେଲ30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।” See the chapter |