ଗାଲାତୀୟ 1:2 - ପବିତ୍ର ବାଇବଲ2 ମୋ’ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ୱାସୀ ମଣ୍ଡଳୀ ନିକଟକୁ ଲେଖା ଯାଉଅଛି। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ; See the chapterଓଡିଆ ବାଇବେଲ2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର; See the chapter |