ଗାଲାତୀୟ 2:2 - ପବିତ୍ର ବାଇବଲ2 ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି। See the chapterଓଡିଆ ବାଇବେଲ2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି । See the chapterପବିତ୍ର ବାଇବଲ (CL) NT (BSI)2 ସେଠାକୁ ଯିବାକୁ ହେବ ବୋଲି ଈଶ୍ୱରଙ୍କଠାରୁ ପ୍ରତ୍ୟାଦେଶ ପାଇ ମୁଁ ଯାଇଥିଲି। ଅଣଇହୁଦୀମାନଙ୍କ ନିକଟରେ ମୁଁ ଯେଉଁ ବାର୍ତ୍ତା ପ୍ରଚାର କରିଥାଏ, ଯିରୂଶାଲମର ନେତାମାନଙ୍କୁ ଗୋଟିଏ ଘରୋଇ ବୈଠକରେ ତାହା ବୁଝାଇ ଦେଇଥିଲି। ମୋର ଅତୀତ ବା ବର୍ତ୍ତମାନ ସମୟର କାର୍ଯ୍ୟ ଯେପରି ବ୍ୟର୍ଥ ନ ହୁଏ, ସେଥିପ୍ରତି ମୁଁ ଦୃଷ୍ଟି ରଖିଥିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି। See the chapter |