ଗାଲାତୀୟ 3:2 - ପବିତ୍ର ବାଇବଲ2 ତୁମ୍ଭେମାନେ ମୋତେ ଗୋଟିଏ କଥା କୁହ: ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ? କ’ଣ ତୁମ୍ଭେମାନେ ବ୍ୟବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ? ନା! ତୁମ୍ଭେମାନେ ସୁସମାଗ୍ଭର ଶୁଣି ଓ ବିଶ୍ୱାସ କରି ପବିତ୍ରଆତ୍ମାଙ୍କୁ ସ୍ୱୀକାର କରିଥିଲ। See the chapterପବିତ୍ର ବାଇବଲ (Re-edited) - (BSI)2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ? See the chapterଓଡିଆ ବାଇବେଲ2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ? See the chapterପବିତ୍ର ବାଇବଲ (CL) NT (BSI)2 ଗୋଟିଏ କଥା ମୋତେ କୁହ, ବ୍ୟବସ୍ଥା ପାଳନ କରିବା ଦ୍ୱାରା ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ ପାଇଛ, ନା, ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରିବା ଦ୍ୱାରା? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ? See the chapter |