ଗାଲାତୀୟ 4:9 - ପବିତ୍ର ବାଇବଲ9 କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? See the chapterପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ? See the chapterଓଡିଆ ବାଇବେଲ9 କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ? See the chapterପବିତ୍ର ବାଇବଲ (CL) NT (BSI)9 କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ଅଛ, ଅଥବା ମୁଁ କହିବି, ବର୍ତ୍ତମାନ ଈଶ୍ୱର ତୁମ୍ଭମାନଙ୍କୁ ଜାଣିଛନ୍ତି। ତେବେ ଏହା କିପରି ସମ୍ଭବ ଯେ, ତୁମ୍ଭେମାନେ ପୁଣି ଥରେ ସେହି ହୀନବଳ, ଦୟନୀୟ ଦେବଦେବୀମାନଙ୍କ ନିକଟକୁ ଫେରି ଯିବାକୁ ଚାହୁଁଛ? ତୁମ୍ଭେମାନେ କାହିଁକି ପୁନର୍ବାର ସେମାନଙ୍କ ଦାସ ହେବାକୁ ଇଚ୍ଛା କରୁଛ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ? See the chapter |