ଆଦି ପୁସ୍ତକ 10:9 - ପବିତ୍ର ବାଇବଲ9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।” See the chapterପବିତ୍ର ବାଇବଲ (Re-edited) - (BSI)9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ। See the chapterଓଡିଆ ବାଇବେଲ9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” See the chapter |