ଆଦି ପୁସ୍ତକ 13:7 - ପବିତ୍ର ବାଇବଲ7 ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। See the chapterଓଡିଆ ବାଇବେଲ7 ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ। See the chapter |