ଆଦି ପୁସ୍ତକ 15:2 - ପବିତ୍ର ବାଇବଲ2 କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ। See the chapterଓଡିଆ ବାଇବେଲ2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।” See the chapter |