ଆଦି ପୁସ୍ତକ 16:3 - ପବିତ୍ର ବାଇବଲ3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ। See the chapterପବିତ୍ର ବାଇବଲ (Re-edited) - (BSI)3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ଵାମୀ ଅବ୍ରାମ ସହିତ ବିବାହ ଦେଲେ। See the chapterଓଡିଆ ବାଇବେଲ3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ। See the chapter |