ଆଦି ପୁସ୍ତକ 18:4 - ପବିତ୍ର ବାଇବଲ4 ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)4 ବିନୟ କରୁଅଛି, ଅଳ୍ପ ଜଳ ଅଣାଇ ଦେଉଅଛି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ See the chapterଓଡିଆ ବାଇବେଲ4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ See the chapter |