ଆଦି ପୁସ୍ତକ 18:7 - ପବିତ୍ର ବାଇବଲ7 ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। See the chapterପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। See the chapterଓଡିଆ ବାଇବେଲ7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। See the chapter |