ଆଦି ପୁସ୍ତକ 2:15 - ପବିତ୍ର ବାଇବଲ15 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)15 ପୁଣି ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। See the chapterଓଡିଆ ବାଇବେଲ15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। See the chapter |