Online Bible

- Advertisements -




ଆଦି ପୁସ୍ତକ 2:19 - ପବିତ୍ର ବାଇବଲ

19 ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ସମସ୍ତଙ୍କୁ ମନୁଷ୍ୟ ନିକଟକୁ ଦେଖାଇବାକୁ ଆଣିଲେ। ସେହି ମନୁଷ୍ୟ ସେମାନଙ୍କୁ କ’ଣ କହି ଡାକିବ, ଏହା ଜାଣିବା ପାଇଁ। ସେହି ସୃଷ୍ଟ ପ୍ରାଣୀଙ୍କୁ ସେ ଯାହା କହି ଡାକିଲା, ତାହା ସେମାନଙ୍କର ନାମ ହେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସଦାପ୍ରଭୁ ପରମେଶ୍ଵର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।

See the chapter Copy

ଓଡିଆ ବାଇବେଲ

19 ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।

See the chapter Copy




ଆଦି ପୁସ୍ତକ 2:19

Follow us:

Advertisements


Advertisements