ଆଦି ପୁସ୍ତକ 2:24 - ପବିତ୍ର ବାଇବଲ24 ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ। See the chapterପବିତ୍ର ବାଇବଲ (Re-edited) - (BSI)24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। See the chapterଓଡିଆ ବାଇବେଲ24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। See the chapter |