ଆଦି ପୁସ୍ତକ 2:7 - ପବିତ୍ର ବାଇବଲ7 ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସଦାପ୍ରଭୁ ପରମେଶ୍ଵର ଭୂମିର ଧୂଳି ଦ୍ଵାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। See the chapterଓଡିଆ ବାଇବେଲ7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। See the chapter |