ଆଦି ପୁସ୍ତକ 20:8 - ପବିତ୍ର ବାଇବଲ8 ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। See the chapterଓଡିଆ ବାଇବେଲ8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ। See the chapter |