ଆଦି ପୁସ୍ତକ 21:2 - ପବିତ୍ର ବାଇବଲ2 ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ଵରଙ୍କ ଦ୍ଵାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ। See the chapterଓଡିଆ ବାଇବେଲ2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ। See the chapter |