ଆଦି ପୁସ୍ତକ 22:3 - ପବିତ୍ର ବାଇବଲ3 ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ଵରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ। See the chapterଓଡିଆ ବାଇବେଲ3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ। See the chapter |