ଆଦି ପୁସ୍ତକ 22:4 - ପବିତ୍ର ବାଇବଲ4 ତୃତୀୟ ଦିନର ଯାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଦୂର ସ୍ଥାନକୁ ଦେଖିଲେ, ଯେଉଁଠାକୁ ସେ ଯାଉଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ। See the chapterଓଡିଆ ବାଇବେଲ4 ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ। See the chapter |