ଆଦି ପୁସ୍ତକ 22:7 - ପବିତ୍ର ବାଇବଲ7 ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲେ, “ପିତା!” ଅବ୍ରହାମ ଉତ୍ତର ଦେଲେ, “ହଁ, ମୋର ପୁତ୍ର।” ଇସ୍ହାକ କହିଲେ, “ଆମ୍ଭର ହୋମବଳି ନିମନ୍ତେ କାଠ ଓ ନିଆଁ ଅଛି, କିନ୍ତୁ ଯେଉଁ ମେଷକୁ ଉତ୍ସର୍ଗ କରାଯିବ ତାହା କେଉଁଠାରେ?” See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, ହେ ମୋହର ପିତଃ। ତହିଁରେ ସେ ଉତ୍ତର କଲେ, ପୁତ୍ର, ଦେଖ, ମୁଁ ଏଠାରେ। ସେତେବେଳେ ସେ ପଚାରିଲା, ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ? See the chapterଓଡିଆ ବାଇବେଲ7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?” See the chapter |