ଆଦି ପୁସ୍ତକ 23:4 - ପବିତ୍ର ବାଇବଲ4 “ମୁଁ ତୁମ୍ଭମାନଙ୍କ ଦେଶରେ ଏକା ବିଦେଶୀ ଅଟେ। ମୋର ସ୍ତ୍ରୀକୁ କବର ଦେବା ପାଇଁ ସ୍ଥାନ ମୋର ନାହିଁ। ଦୟାକରି ମୋର ସ୍ତ୍ରୀ ପାଇଁ କବର ସ୍ଥାନରେ ମୋତେ ଅଧିକାର ଦିଅ।” See the chapterପବିତ୍ର ବାଇବଲ (Re-edited) - (BSI)4 ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି। See the chapterଓଡିଆ ବାଇବେଲ4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।” See the chapter |