ଆଦି ପୁସ୍ତକ 24:3 - ପବିତ୍ର ବାଇବଲ3 ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ନାମରେ ପ୍ରତିଜ୍ଞା କର, ଯିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭେମାନେ ମୋର ପୁତ୍ରର ବିବାହ କିଣାନୀୟମାନଙ୍କର କନ୍ୟାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି। See the chapterପବିତ୍ର ବାଇବଲ (Re-edited) - (BSI)3 ମୁଁ ସ୍ଵର୍ଗ ମର୍ତ୍ତ୍ୟର ସଦାପ୍ରଭୁ ପରମେଶ୍ଵରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; See the chapterଓଡିଆ ବାଇବେଲ3 ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; See the chapter |