ଆଦି ପୁସ୍ତକ 27:5 - ପବିତ୍ର ବାଇବଲ5 ତେଣୁ ଏଷୌ ଶିକାରକୁ ଗଲେ। ରିବିକା ଏହିକଥା ଶୁଣୁଥିଲେ ଯେତେବେଳେ ଇସ୍ହାକ ତାଙ୍କର ବଡ଼ପୁଅ ଏଷୌକୁ କହୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ବେଳେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, See the chapterଓଡିଆ ବାଇବେଲ5 ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, See the chapter |