ଆଦି ପୁସ୍ତକ 29:33 - ପବିତ୍ର ବାଇବଲ33 ଲେୟା ପୁନରାୟ ଗର୍ଭବତୀ ହୋଇ ଅନ୍ୟ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାଙ୍କର ନାମ ଦେଲେ ଶିମିୟୋନ, ସେ ଶୁଣି ପାରିଲା। ଲେୟା କହିଲେ, “ସଦାପ୍ରଭୁ ଶୁଣିଲେ ଯେ ମୋ’ ସ୍ୱାମୀ ମୋତେ ଘୃଣା କରନ୍ତି। ତେଣୁ ସେ ମୋ’ କୋଳରେ ଏହି ସନ୍ତାନ ଦେଇଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା। See the chapterଓଡିଆ ବାଇବେଲ33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା। See the chapter |