Online Bible

- Advertisements -




ଆଦି ପୁସ୍ତକ 29:35 - ପବିତ୍ର ବାଇବଲ

35 ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା।

See the chapter Copy

ଓଡିଆ ବାଇବେଲ

35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।

See the chapter Copy




ଆଦି ପୁସ୍ତକ 29:35

Follow us:

Advertisements


Advertisements