Online Bible

- Advertisements -




ଆଦି ପୁସ୍ତକ 29:9 - ପବିତ୍ର ବାଇବଲ

9 ଯେତେବେଳେ ଯାକୁବ ମେଷପାଳକମାନଙ୍କ ସହିତ କଥା ହେଉଥିଲେ ସେହି ସମୟରେ ରାହେଲ ତାଙ୍କ ପିତାଙ୍କର ମେଷପଲ ସହିତ ଉପସ୍ଥିତ ହେଲେ। ନିଜ ପିତାଙ୍କ ମେଷମାନଙ୍କର ଯତ୍ନ ନେବା ରାହେଲଙ୍କର କାର୍ଯ୍ୟ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।

See the chapter Copy

ଓଡିଆ ବାଇବେଲ

9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।

See the chapter Copy




ଆଦି ପୁସ୍ତକ 29:9

Follow us:

Advertisements


Advertisements