ଆଦି ପୁସ୍ତକ 3:11 - ପବିତ୍ର ବାଇବଲ11 ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?” See the chapterପବିତ୍ର ବାଇବଲ (Re-edited) - (BSI)11 ସେ କହିଲେ, ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ? See the chapterଓଡିଆ ବାଇବେଲ11 ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?” See the chapter |