ଆଦି ପୁସ୍ତକ 3:12 - ପବିତ୍ର ବାଇବଲ12 ମନୁଷ୍ୟ ଉତ୍ତର ଦେଲା, “ତୁମ୍ଭେ ମୋ’ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ, ସେ ମୋତେ ସେହି ଫଳ ଖାଇବାକୁ ଦେଲା। ତେଣୁ ମୁଁ ତାହା ଖାଇଲି।” See the chapterପବିତ୍ର ବାଇବଲ (Re-edited) - (BSI)12 ଆଦମ କହିଲେ, ତୁମ୍ଭେ ଯେଉଁ ସ୍ତ୍ରୀଙ୍କି ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି। See the chapterଓଡିଆ ବାଇବେଲ12 ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” See the chapter |