ଆଦି ପୁସ୍ତକ 3:18 - ପବିତ୍ର ବାଇବଲ18 ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। See the chapterଓଡିଆ ବାଇବେଲ18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। See the chapter |