ଆଦି ପୁସ୍ତକ 3:20 - ପବିତ୍ର ବାଇବଲ20 ମନୁଷ୍ୟ ତା'ର ସ୍ତ୍ରୀର ନାମ ହବା, ଦେଲା। ଆଦମ ତା'ର ଏପରି ନାମକରଣ କରିଥିଲା, କାରଣ ସେ ଥିଲା ଜୀବିତ ପ୍ରାଣୀମାନଙ୍କ ସକଳର ମାତା। See the chapterପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ଆଦମ ଆପଣା ଭାର୍ଯ୍ୟାର ନାମ ହବା (ଜୀବନ) ଦେଲେ, ଯେହେତୁ ସେ ଜୀବିତ ସକଳର ମାତା ହେଲେ। See the chapterଓଡିଆ ବାଇବେଲ20 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ। See the chapter |